ସିଦ୍ଧେଶ୍ୱର ଆଦର୍ଶ ବିଦ୍ୟାଳୟରେ ବନ ମହୋତ୍ସବ ଅନୁଷ୍ଠିତ

ଦିଗପହଣ୍ଡି : ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ସିଦ୍ଧେଶ୍ୱର ପଞ୍ଚାୟତର ଜକରାପଲ୍ଲୀ ନିକଟରେ ଧାବମାନ ବେଲଘାଇ କେନାଲ୍‌ ହିଡ଼ରେ ଆଜି ବରଗଛ ସୁରକ୍ଷା ସମିତି ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ମିଳିତ ପ୍ରୟାସ କ୍ରମେ ୨୦୮ ବଟ ଓସ୍ତ ବୃକ୍ଷଚାରା ରୋପିତ କରାଯାଇଅଛି। ଆୟୋଜିତ କାର୍ଯ୍ୟକ୍ରମକୁ ପରିବେଶବିତ ପ୍ରଫୁଲ୍ଲ ସାମନ୍ତରାୟ ମୂଖ୍ୟ ଅତିଥି ରୂପେ ଯୋଗଦେଇ ବୃକ୍ଷଚାରା ରୋପଣ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବା ସହିତ ପ୍ରଥମେ ବୃକ୍ଷଚାରା ରୋପିତ … Continue reading ସିଦ୍ଧେଶ୍ୱର ଆଦର୍ଶ ବିଦ୍ୟାଳୟରେ ବନ ମହୋତ୍ସବ ଅନୁଷ୍ଠିତ