ବ୍ରିଟେନରେ ବ୍ୟାପୁଛି କୋଭିଡର ନୂଆ ଭାରିଆଣ୍ଟ ‘ଏରିସ୍’ : ଏସିଆରେ ବି ସଂକ୍ରମଣ ବଢିବା ଆଶଙ୍କା

ଲଣ୍ଡନ: କିଛିଦିନର ବ୍ୟବଧାନ ପରେ ପୁଣି ଥରେ କାୟା ମେଲାଇଛି କୋଭିଡ୍। ଏବେ ଇଂଲଣ୍ଡରେ ଏରିସ୍ ବା ଇଜି.୫.୧ ନାମକ ଏକ ନୂଆ କୋଭିଡ୍ ଭାରିଆଣ୍ଟ ଏବେ ଚିନ୍ତାର କାରଣ ପାଲଟିଛି। ସମଗ୍ର ବ୍ରିଟେନରେ ଏହା ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଜୁଲାଇ ୩୧ତାରିଖରେ ପ୍ରଥମେ ଏହାକୁ ଭାରିଏଣ୍ଟ ଭାବେ ଚିହ୍ନଟ କରାଯାଇଥିଲା। ଏରିସ୍ ହେଉଛି ଓମିକ୍ରୋନ୍ ଷ୍ଟ୍ରେନର ଏକ ସବ୍-ଭାରିଏଣ୍ଟ। ଏହା ଏବେ ଦ୍ଵିତୀୟ ସର୍ବାଧିକ ସଂକ୍ରମଣଶୀଳ ଭାରିଆଣ୍ଟରେ … Continue reading ବ୍ରିଟେନରେ ବ୍ୟାପୁଛି କୋଭିଡର ନୂଆ ଭାରିଆଣ୍ଟ ‘ଏରିସ୍’ : ଏସିଆରେ ବି ସଂକ୍ରମଣ ବଢିବା ଆଶଙ୍କା