ନୂଆଁଖାଇ ପାଇଁ ବାହାରିଲା ଲଗ୍ନ : ସେପ୍ଟେମ୍ବର ୨୦ରେ ଏହି ସମୟରେ ମା’ଙ୍କ ନିକଟରେ ହେବ ନବାନ୍ନଲାଗି

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଁଖାଇ ପାଇଁ ଗୁରୁବାର ଦିନ ଲଗ୍ନ ନିର୍ଦ୍ଧାରିତ ହୋଇଛି। ସମ୍ବଲପୁର ସହରର ବ୍ରହ୍ମପୁର ମନ୍ଦିର ଟ୍ରଷ୍ଟ ଦ୍ୱାରା ଏହି ମନ୍ଦିର ପରିସରରେ ପଣ୍ଡିତ ମହାସଭାରେ ଏହି ଲଗ୍ନ ନିର୍ଦ୍ଧାରିତ ହୋଇଛି। ପଣ୍ଡିତ ମହାସଭାରେ ନିର୍ଦ୍ଧାରିତ ଅନୁସାରେ ଆସନ୍ତା ୨୦ ତାରିଖ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ବିଛା ଲଗ୍ନରେ ସକାଳରୁ ୧୦ଟା ୨୭ ଲଗ୍ନରେ ସକାଳ ୧୦ଟା୪୨ ଟ ମଧ୍ୟରେ ଶୁଭ ଲଗ୍ନ … Continue reading ନୂଆଁଖାଇ ପାଇଁ ବାହାରିଲା ଲଗ୍ନ : ସେପ୍ଟେମ୍ବର ୨୦ରେ ଏହି ସମୟରେ ମା’ଙ୍କ ନିକଟରେ ହେବ ନବାନ୍ନଲାଗି