ବିଜେଡିର ବାଚସ୍ପତି ପ୍ରାର୍ଥୀ ହେଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର: ଯାଜପୁର ବିଞ୍ଛାରପୁର ବିଧାୟିକା ତଥା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଭାବେ ବିଜେଡି ଘୋଷଣା କରିଛି। ନୂଆଁଖାଇ ପାଇଁ ୨୧ ପରିବର୍ତ୍ତେ ୨୨ ତାରିଖରେ ବାଚସ୍ପତି ନିର୍ବାଚନ ହେବ। ୨୧ ତାରିଖରେ ନାମାଙ୍କନ ଦାଖଲ ହେବାକୁ ଥିବା ବେଳେ ୨୨ ତାରିଖ ସକାଳ ୯.୩୦ରେ ନିର୍ବାଚନ ହେବ। ସେପ୍ଟେମ୍ବର ୨୨ରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ଏହିଦିନ ସକାଳ … Continue reading ବିଜେଡିର ବାଚସ୍ପତି ପ୍ରାର୍ଥୀ ହେଲେ ପ୍ରମିଳା ମଲ୍ଲିକ