ଏସୀୟ କ୍ରୀଡ଼ା ମହିଳା କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ: ଭାରତୀୟ ମହିଳା କ୍ରିକେଟ୍ ଦଳ ଇତିହାସ ରଚିଛି। ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ଟିମ୍‌ ପ୍ରଥମ ଥର ପାଇଁ ସ୍ୱର୍ଣ୍ଣ ପଦକ ହାସଲ କରିଛି। ହରମାନପ୍ରୀତ କୌରଙ୍କ ନେତୃତ୍ୱରେ ଖେଳିଥିବା ଟିମ୍‌ ଇଣ୍ଡିଆର ଖେଳାଳିମାନେ ଫାଇନାଲରେ ଶ୍ରୀଲଙ୍କାକୁ ୧୯ ରନରେ ପରାସ୍ତ କରିଛନ୍ତି। ଏସୀୟ କ୍ରୀଡ଼ାରେ ଏହା ହେଉଛି ଆମ ଦେଶକୁ ମିଳିଥିବା ୧୧ତମ ପଦକ ତଥା କ୍ରିକେଟରୁ ପ୍ରଥମ ସ୍ୱର୍ଣ୍ଣ। ଶ୍ରୀଲଙ୍କା ବିପକ୍ଷ ଫାଇନାଲ୍ ମ୍ୟାଚ୍‌ରେ ଭାରତ … Continue reading ଏସୀୟ କ୍ରୀଡ଼ା ମହିଳା କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଲା ଭାରତ