ରାମସେତୁକୁ ଜାତୀୟ ସ୍ମାରକୀ ଭାବେ ମାନ୍ୟତା ଦେବାକୁ ଆବେଦନ ଖାରଜ କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ: ରାମସେତୁକୁ ଜାତୀୟ ସ୍ମାରକୀ ଘୋଷଣା କରିବା ଏବଂ ସେହି ସ୍ଥାନରେ ପାଚେରି ନିର୍ମାଣ ପାଇଁ ନିର୍ଦ୍ଦେଶ ଦେବା ପାଇଁ ଆଗତ ହୋଇଥିବା ଆବେଦନର ଶୁଣାଣି କରିବାକୁ ସୁପ୍ରିମ୍‌କୋର୍ଟ ମନା କରିଦେଇଛନ୍ତି। ତାମିଲନାଡୁର ଦକ୍ଷିଣ-ପୂର୍ବ ଉପକୂଳରେ ଥିବା ପମ୍ବାନ୍‌ ଦ୍ୱୀପ ଏବଂ ଶ୍ରୀଲଙ୍କାର ଉତ୍ତର-ପଶ୍ଚିମ ଉପକୂଳରେ ଥିବା ମନ୍ନାର ଦ୍ୱୀପ ମଧ୍ୟରେ ଚୂନପଥର ପଥରର ଏକ ଶୃଙ୍ଖଳା ହେଉଛି ‘ରାମସେତୁ’। ସୁପ୍ରିମ୍‌କୋର୍ଟର ବିଚାରପତି ଜଷ୍ଟିସ ସଞ୍ଜୟ କିଶନ କୌଲ ଓ … Continue reading ରାମସେତୁକୁ ଜାତୀୟ ସ୍ମାରକୀ ଭାବେ ମାନ୍ୟତା ଦେବାକୁ ଆବେଦନ ଖାରଜ କଲେ ସୁପ୍ରିମ୍‌କୋର୍ଟ