ଏଥର ଜନ୍ମଦିନ ପାଳିବେନି ନବୀନ : ‘ନବୀନ ନିବାସ’କୁ ନ ଆସିବା ପାଇଁ କଲେ ନିବେଦନ

ଭୁବନେଶ୍ୱର: ଅକ୍ଟୋବର ୧୬ ତାରିଖ ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ତେବେ ଏଥର ବି ସେ ନିଜର ଜନ୍ମଦିନ ପାଳନ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ମାସରେ ବଡ଼ଭଉଣୀ ଗୀତା ମେହେଟାଙ୍କ ବିୟୋଗ ହୋଇଥିବାରୁ ଚଳିତ ବର୍ଷ ଜନ୍ମଦିନ ପାଳନ କରିବେନି। ତେଣୁ ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛୁମାନଙ୍କୁ ଅନୁରୋଧ କରିଛନ୍ତି।ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ବିଗତ ବର୍ଷଗୁଡ଼ିକରେ … Continue reading ଏଥର ଜନ୍ମଦିନ ପାଳିବେନି ନବୀନ : ‘ନବୀନ ନିବାସ’କୁ ନ ଆସିବା ପାଇଁ କଲେ ନିବେଦନ