ବାକି ଟଙ୍କା ଆଦାୟକୁ କେନ୍ଦ୍ରକରି ହତ୍ୟା : ଦୁଇ ଅଭିଯୁକ୍ତ କନେଷ୍ଟବଳଙ୍କ ଥାନାରେ ଆତ୍ମସମର୍ପଣ

ଗୁଣପୁର: ବାକି ଟଙ୍କା ଆଦାୟକୁ କେନ୍ଦ୍ର କରି ଗୁଣପୁର ସହରରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଗତ ୬ ମାସ ମଧ୍ୟରେ ସହରରେ ଏହା ତୃତୀୟ ହତ୍ୟାକାଣ୍ଡ। ଗତକାଲି ସନ୍ଧ୍ୟାରେ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି କଟିକା ସାହିର ଠିକାଦାର ଅଶୋକ କୁମାର ବରାଡ଼ଙ୍କ ଶବକୁ ଉପଖଣ୍ଡ ଡାକ୍ତରଖାନାରେ ଠାବ କରାଯାଇଛି। ତାଙ୍କ ବାପାଙ୍କୁ ହତ୍ୟା କରାଯାଇଥିବା ନେଇ ପୁଅ ଲୋକେଶ ବରାଡ଼ ଥାନାରେ ଅଭିଯୋଗ କରିଛନ୍ତି। ଖବର ନେବାରୁ ଜଣାପଡ଼ିଛି … Continue reading ବାକି ଟଙ୍କା ଆଦାୟକୁ କେନ୍ଦ୍ରକରି ହତ୍ୟା : ଦୁଇ ଅଭିଯୁକ୍ତ କନେଷ୍ଟବଳଙ୍କ ଥାନାରେ ଆତ୍ମସମର୍ପଣ