ଜାନୁଆରି ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା

ପୁରୀ: ଆଗାମୀ ଜାନୁଆରି ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ହେବ। ଏହି ପ୍ରକଳ୍ପକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ। ସେ କହିଛନ୍ତି, ଜାନୁଆରି ୧୨ ତାରିଖରୁ ହୋମଯଜ୍ଞ ଆରମ୍ଭ ହେବ। ୫ ଦିନ ହୋମଯଜ୍ଞ ହେବା ପରେ ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା କରାଯିବ। ୫ ଦିନ ଧରି ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ କରାଯିବ।ଶ୍ରୀମନ୍ଦିର … Continue reading ଜାନୁଆରି ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା