ଘରେ ପଶି ମହିଳାଙ୍କୁ ଛୁରି ଭୁସି ହତ୍ୟା କଲେ ଦୁର୍ବୃତ୍ତ

ବେଙ୍ଗାଲୁରୁ: କର୍ଣ୍ଣାଟକ ସରକାରଙ୍କ ଅଧୀନରେ ଭୂତତ୍ତ୍ବବିତ୍‌ ଭାବେ କାର୍ଯ୍ୟ କରୁଥିବା ଜଣେ ମହିଳାଙ୍କୁ ବେଙ୍ଗାଲୁରୁସ୍ଥିତ ତାଙ୍କ ବାସଭବନରେ ଛୁରି ଭୁସି ହତ୍ୟା କରାଯାଇଥିବା କଥା ଆଜି ପୁଲିସ କହିଛି। ପୁଲିସ କହିଛି, କର୍ଣ୍ଣାଟକ ସରକାରଙ୍କ ଖଣି ଓ ଭୂତତ୍ତ୍ବ ବିଭାଗରେ ଉପନିର୍ଦେଶକା ଥିବା ପ୍ରତିମା ନାମ୍ନୀ ସେ ମହିଳାଙ୍କ ଘର ଭିତରକୁ ଦୁର୍ବୃତ୍ତମାନେ ବଳପୂର୍ବକ ପ୍ରବେଶ କରି ଭୀଷଣ ଛୁରାମାଡ଼ କରିଥିଲେ। ପୁଲିସ ଆହୁରି ମଧ୍ୟ କହିଛି, ତାଙ୍କ ସ୍ବାମୀ … Continue reading ଘରେ ପଶି ମହିଳାଙ୍କୁ ଛୁରି ଭୁସି ହତ୍ୟା କଲେ ଦୁର୍ବୃତ୍ତ