ସରକାରୀ ଯୋଜନାରେ ଦଳୀୟ ଚିହ୍ନ ବ୍ୟବହାର ପ୍ରସଙ୍ଗ: ବର୍ଷିଲା ବିଜେପି, ଜବାବ୍ ରଖିଲା ବିଜେଡି

ଭୁବନେଶ୍ୱର: ସରକାରୀ ଯୋଜନାରେ ବିଜେଡି ଦଳୀୟ ଚିହ୍ନ ବ୍ୟବହାର କରାଯିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେପି। ଅକ୍ଟୋବର ୧୦ରୁ ମାସାଧିକ କାଳ ଦଳୀୟ ଚିହ୍ନ ଶଙ୍ଖକୁ ସରକାରୀ ଯୋଜନା ପ୍ରଚାର ପାଇଁ ବ୍ୟବହାର କରୁଛି ବିଜେଡି ସରକାର। ଏହାଦ୍ବାରା ଆଇନ ଉଲଂଘନ କରୁଛନ୍ତି ବୋଲି ଅଭିଯୋଗ କରିଛି ବିଜେପି ଏବଂ ଏନେଇ ଜାତୀୟ ନିର୍ବାଚନ କମିଶନଙ୍କୁ ଭେଟି ଅବଗତ କରିଛି ଦଳ। ଦଳୀୟ ଚିହ୍ନ ବ୍ୟବହାର କରି … Continue reading ସରକାରୀ ଯୋଜନାରେ ଦଳୀୟ ଚିହ୍ନ ବ୍ୟବହାର ପ୍ରସଙ୍ଗ: ବର୍ଷିଲା ବିଜେପି, ଜବାବ୍ ରଖିଲା ବିଜେଡି