ଡାକଘରକୁ ନୂଆ ଜୀବନ : ଆରମ୍ଭ ହେଲା ଇଣ୍ଡିଆ ପୋଷ୍ଟ ପେମେଣ୍ଟସ୍‌ ବ୍ୟାଙ୍କ

ନୂଆଦିଲ୍ଲୀ : ସାଧାରଣ ଲୋକଙ୍କୁ ଆର୍ଥିକ ସେବା ପରିସରଭୁକ୍ତ କରିବା ପାଇଁ କେନ୍ଦ୍ର ସରକାର ଆଜି ଆଉ ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇଛନ୍ତି। ପ୍ରଧାନମନ୍ତ୍ରୀ ଜନଧନ ଖାତା ଯୋଜନା ଆରମ୍ଭ ହେବାର ପ୍ରାୟ ୪ ବର୍ଷ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବହୁପ୍ରତୀକ୍ଷିତ ଇଣ୍ଡିଆ ପୋଷ୍ଟ ପେମେଣ୍ଟ୍‌ସ ବ୍ୟାଙ୍କ (ଆଇପିପିବି) ସେବାର ଶୁଭାରମ୍ଭ କରିଛନ୍ତି। ନୂଆଦିଲ୍ଲୀର ତାଲକଟୋରା ଷ୍ଟାଡିୟମ୍‌ରେ ପ୍ରଧାନମନ୍ତ୍ରୀ ଏହି ସେବାର ଆରମ୍ଭ କରିଛନ୍ତି। ଡାକ ବିଭାଗର … Continue reading ଡାକଘରକୁ ନୂଆ ଜୀବନ : ଆରମ୍ଭ ହେଲା ଇଣ୍ଡିଆ ପୋଷ୍ଟ ପେମେଣ୍ଟସ୍‌ ବ୍ୟାଙ୍କ