ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ : ସୁରକ୍ଷା ବ୍ୟବସ୍ଥା ନେଇ ସମୀକ୍ଷା କଲେ ପୂର୍ବାଞ୍ଚଳ ଆଇଜି

ରାଇରଙ୍ଗପୁର: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି (ସୋମବାର) ଠାରୁ ଦୁଇ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତ ଅବସରରେ ସୁରକ୍ଷା ବ୍ୟବସ୍ଥା ନେଇ ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲ ସମୀକ୍ଷା କରିଛନ୍ତି। ରାଇରଙ୍ଗପୁରସ୍ଥିତ ଷ୍ଟାଡିଅମଠାରେ ସୁରକ୍ଷା ଦାୟିତ୍ୱରେ ନିୟୋଜିତ ରିଜର୍ଭ ପୁଲିସ ଫୋର୍ସ ଓ କର୍ମଚାରୀମାନଙ୍କ ସହିତ ସମୀକ୍ଷା ବୈଠକ କରିଛନ୍ତି।ବାରିପଦାଠାରେ ସୁରକ୍ଷା ବ୍ୟବସ୍ଥା ନେଇ ବୈଠକ କରିବା ପରେ ଆଜି ଆରକ୍ଷୀ ଅଧୀକ୍ଷକ ଏସ. … Continue reading ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ : ସୁରକ୍ଷା ବ୍ୟବସ୍ଥା ନେଇ ସମୀକ୍ଷା କଲେ ପୂର୍ବାଞ୍ଚଳ ଆଇଜି