ହମାସ୍‌ ଆତଙ୍କବାଦୀଙ୍କ ସନ୍ଧାନ ନେବାକୁ ଗୁଇନ୍ଦା ଏଜେନ୍‌ସି ‘ମୋସାଦ୍‌’କୁ ଆଦେଶ ଦେଲେ ନେତାନ୍ୟାହୁ

ତେଲ୍‌ ଆଭିଭ୍‌: ସମଗ୍ର ବିଶ୍ୱରେ ଥିବା ହମାସ୍‌ ଆତଙ୍କବାଦୀଙ୍କ ସନ୍ଧାନ ନେଇ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ଦେଶର ଗୁଇନ୍ଦା ଏଜେନ୍‌ସି ‘ମୋସାଦ୍‌’କୁ ଇସ୍ରାଏଲ୍‌ର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ ଆଦେଶ ଦେଇଛନ୍ତି। ଗୋଟାଏ ସାମ୍ବାଦିକ ସମ୍ମିଳନୀରେ ବକ୍ତବ୍ୟ ଦେବା ବେଳେ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ କହିଲେ, ଦୁନିଆର ଯେକୌଣସି ସ୍ଥାନରେ ଥିବା ହମାସ୍‌ ମୁଖ୍ୟମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ମୁଁ ‘ମାସୋଦ୍‌’କୁ ଆଦେଶ ଦେଇଛି। ସୂଚନାଯୋଗ୍ୟ, … Continue reading ହମାସ୍‌ ଆତଙ୍କବାଦୀଙ୍କ ସନ୍ଧାନ ନେବାକୁ ଗୁଇନ୍ଦା ଏଜେନ୍‌ସି ‘ମୋସାଦ୍‌’କୁ ଆଦେଶ ଦେଲେ ନେତାନ୍ୟାହୁ