ଶିଶୁପାଳଗଡ଼ରେ ଚାଞ୍ଚଲ୍ୟ : ପ୍ରେମିକା ଘରୁ ପ୍ରେମିକର ମୃତଦେହ ଉଦ୍ଧାର

ବାଲିଅନ୍ତା: ରାଜଧାନୀ ଉପକଣ୍ଠ ଧଉଳି ଥାନା ଅନ୍ତର୍ଗତ ଶିଶୁପାଳଗଡ଼ରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ପ୍ରେମିକା ଘର ଭିତରୁ ପ୍ରେମିକର ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ପପୁନି ସ୍ୱାଇଁ। ତାଙ୍କ ଘର ନିମାପଡ଼ା ଅଞ୍ଚଳରେ ବୋଲି ଜଣାଯାଇଛି। ସେ ପିଏଚଡିରେ ମିସ୍ତ୍ରୀ ଭାବେ କାମ କରୁଥିଲେ। ଗତ କିଛି ବର୍ଷ ହେଲା ପପୁନି ଓ ଶିଶୁପାଳଗଡ଼ର ସଂପୃକ୍ତ ଯୁବତୀଙ୍କ ମଧ୍ୟରେ ପ୍ରେମ ସଂପର୍କ ଗଢ଼ିଉଠିଥିଲା। ଏପରିକି … Continue reading ଶିଶୁପାଳଗଡ଼ରେ ଚାଞ୍ଚଲ୍ୟ : ପ୍ରେମିକା ଘରୁ ପ୍ରେମିକର ମୃତଦେହ ଉଦ୍ଧାର