ଦେଶରେ ପୁଣି ମୁଣ୍ଡ ଟେକୁଛି କରୋନା : ୧୪୮ ନୂଆ ସଂକ୍ରମିତ

ନୂଆଦିଲ୍ଲୀ: ସାରା ବିଶ୍ୱରେ ହଜାର ହଜାର ଲୋକଙ୍କ ଜୀବନ ନେଇଥିବା କରୋନା ମହାମାରୀ ଏବେ ବି ଚିନ୍ତାର କାରଣ ପାଲଟିଛି। ଶୀତ ଋତୁ ଆରମ୍ଭ ହେବା ପରେ ଭାରତରେ କରୋନା ଭୂତାଣୁ ସଂକ୍ରମଣର ନୂଆ ମାମଲା ସାମ୍ନାକୁ ଆସିଛି। ଏହାପରେ ସଂକ୍ରମଣ ବୃଦ୍ଧିକୁ ନେଇ ପୁଣି ଥରେ ଚିନ୍ତା ଦେଖାଦେଇଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାରତରେ ଗୋଟିଏ ଦିନରେ ୧୪୮ ନୂଆ କରୋନା ଭାଇରସ୍ ସଂକ୍ରମଣ ମାମଲା ସାମ୍ନାକୁ ଆସିଛି। … Continue reading ଦେଶରେ ପୁଣି ମୁଣ୍ଡ ଟେକୁଛି କରୋନା : ୧୪୮ ନୂଆ ସଂକ୍ରମିତ