କୋଭିଡ ଲକ୍ଷଣ ଦେଖାଗଲେ, ପରୀକ୍ଷା କରନ୍ତୁ : ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: କୋଭିଡ ଲକ୍ଷଣ ଦେଖାଗଲେ ପରୀକ୍ଷା କରିବା ପାଇଁ ଅପିଲ କଲେ ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ଆବଶ୍ୟକ ପଡିଲେ ପରୀକ୍ଷା ସେଣ୍ଟର ବଢ଼ାଯିବ। ମାସ୍କ ବାଧ୍ୟତା ମୂଳକ ପାଇଁ ଗାଇଡ଼ଲାଇନ ଆସିନାହିଁ। ଏ ପର୍ଯ୍ୟନ୍ତ ଓଡ଼ିଶାରେ କୋଭିଡ ଚି଼ହ୍ନଟ ହୋଇନାହିଁ, କିନ୍ତୁ ଟେଷ୍ଟିଙ୍ଗ ଜାରି ରହିଛି।ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି, ଭାରତ ସରକାରଙ୍କ ନିର୍ଦ୍ଦେଶନାମା ସହ ଅନ୍ତର୍ଜାତୀୟ ଏକ୍ସପର୍ଟଙ୍କ କହିବା ଅନୁଯାୟୀ ଆମେ ସତର୍କ ରହିବା। ସର୍ଭିଲାନ୍ସ … Continue reading କୋଭିଡ ଲକ୍ଷଣ ଦେଖାଗଲେ, ପରୀକ୍ଷା କରନ୍ତୁ : ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ