ଲେଉଟିଲା କରୋନା : ମାସ୍କ ପିନ୍ଧିବାକୁ ପରାମର୍ଶ ଦେଲା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର : କରୋନା କଡ଼ ଲେଉଟାଇବା ପରେ ପୁଣି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ତତ୍ପର ହୋଇଉଠିଛି। କରୋନା ପାଇଁ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି ରହିଛି। ଏଥିରେ ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି। ଏପରିକି ଭିଡ଼ ବା ଗହଳିକୁ ଯିବା ବେଳେ ମୁହଁରେ ମାସ୍କ ଲଗାଇବାକୁ କୁହାଯାଇଛି। ରାଜ୍ୟରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପୁଣିି ଫେରିଛି … Continue reading ଲେଉଟିଲା କରୋନା : ମାସ୍କ ପିନ୍ଧିବାକୁ ପରାମର୍ଶ ଦେଲା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ