ଗୁରୁଦିବସକୁ କଳାଦିବସ ଭାବେ ପାଳିବେ ବ୍ଲକ୍‌ଗ୍ରାଣ୍ଟ୍‌ ଶିକ୍ଷକ ଓ ଅଧ୍ୟାପକ

ଭୁବନେଶ୍ୱର: ରାତି ପାହିଲେ ଗୁରୁଦିବସ। ଏଥର କିନ୍ତୁ ଏ ମହାନ ଦିବସଟିକୁ କଳା ଦିବସ ଭାବେ ପାଳିବେ ଆନ୍ଦୋଳନରତ ବ୍ଲକଗ୍ରାଣ୍ଟ ଶିକ୍ଷକ ଓ ଅଧ୍ୟାପକ। ବ୍ଲକଗ୍ରାଣ୍ଟ ଉଚ୍ଛେଦ ସହ ପୂର୍ଣ୍ଣ ଅନୁଦାନ ଓ ଚାକିରି ସର୍ତ୍ତାବଳୀ ଲାଗୁ କରାଯିବା ଦାବିରେ ରାଜଧାନୀର ରାଜରାସ୍ତାରେ ଆଜିକୁ ୨୦ ଦିନ ହେଲା ସେମାନଙ୍କ ଅହୋରାତ୍ର ଆନ୍ଦୋଳନ ଚାଲିଛି। ହେଲେ ସରକାର ସେମାନଙ୍କ ଦାବି ପ୍ରତି କର୍ଣ୍ଣପାତ କରୁନଥିବାରୁ ଶିକ୍ଷକ-କର୍ମଚାରୀ ମିଳିତ ମଞ୍ଚ ପକ୍ଷରୁ … Continue reading ଗୁରୁଦିବସକୁ କଳାଦିବସ ଭାବେ ପାଳିବେ ବ୍ଲକ୍‌ଗ୍ରାଣ୍ଟ୍‌ ଶିକ୍ଷକ ଓ ଅଧ୍ୟାପକ