୨୪ ଘଣ୍ଟାରେ ଦେଶରେ ୭୬୧ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ : ୧୨ଜଣ ଆକ୍ରାନ୍ତ ମୃତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୭୬୧ ନୂଆ କୋଭିଡ୍‌ ମାମଲା ରିପୋର୍ଟ କରାଯାଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ୱେବ୍‌ସାଇଟ୍‌ରେ ରିଲିଜ୍‌ ହୋଇଥିବା ତଥ୍ୟାବଳୀରୁ ଜଣାପଡ଼ିଛି। ଏହାଛଡ଼ା, ସମଗ୍ର ଦେଶରେ ୧୨ଜଣ କୋଭିଡ୍‌ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା କଥା ମଧ୍ୟ ସେଥିରେ ଉଲ୍ଲେଖ କରାଯାଇଛି। ସେହିପରି, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୩୪କୁ ହ୍ରାସ ପାଇଛି। ଗୁରୁବାରଠାରୁ ଆଜିର ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା … Continue reading ୨୪ ଘଣ୍ଟାରେ ଦେଶରେ ୭୬୧ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ : ୧୨ଜଣ ଆକ୍ରାନ୍ତ ମୃତ