ପୁଣି ଆନ୍ଦୋଳନକୁ ଓହ୍ଲାଇବ ପ୍ରାଥମିକ ଶିକ୍ଷକ ସଂଘ

ଭୁବନେଶ୍ୱର: ତିନି ଦଫା ଦାବି ନେଇ ଆସନ୍ତା ୨୯ ତାରିଖରୁ ପ୍ରାଥମିକ ଶିକ୍ଷକ ସଂଘ ପୁଣି ଆନ୍ଦୋଳନକୁ ଓହ୍ଲାଇବ ବୋଲି ସୂଚନା ମିଳିଛି। ଏଥିଲାଗି ଲୋୟର ପିଏମଜିରେ ଲକ୍ଷାଧିକ ଶିକ୍ଷକ ଏକାଠି ହେବେ। ସଂଘ ପକ୍ଷରୁ କୁହାଯାଇଛି, ଦାବି ପୂରଣ ନେଇ ପୂର୍ବରୁ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟିରେ ପ୍ରତିଶ୍ରୁତି ମିଳିଥିଲା। ହେଲେ ଏପର୍ଯ୍ୟନ୍ତ ଦାବି ପୂରଣ ହୋଇନାହିଁ। ଜାନୁଆରୀ ୨୭ ତାରିଖ ସୁଦ୍ଧା ଦାବି ପୂରଣ ନହେଲେ ଆନ୍ଦୋଳନ କରାଯିବ। … Continue reading ପୁଣି ଆନ୍ଦୋଳନକୁ ଓହ୍ଲାଇବ ପ୍ରାଥମିକ ଶିକ୍ଷକ ସଂଘ