ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷ କୃତ୍ୟ ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଯୁବ ବୟସରେ ସ୍ୱାଧୀନତା ଆନ୍ଦୋଳନରେ ଯୋଗ ଦେଇ ସେ କାରାବରଣ କରିଥିଲେ। ଦେଶର ସ୍ୱାଧୀନତା ପାଇଁ ତାଙ୍କର ତ୍ୟାଗ ତାଙ୍କୁ ସ୍ମରଣୀୟ କରି ରଖିବ। ସ୍ୱାଧୀନତା ପରେ ମଧ୍ୟ ଜୀବନର ଶେଷ ସମୟ ପର୍ଯ୍ୟନ୍ତ … Continue reading ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ