ପୈତୃକ ଘର ଦାନ କରିଦେଲେ ମୁଖ୍ୟମନ୍ତ୍ରୀ ମନୋହର ଲାଲ

ଚଣ୍ଡିଗଡ: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ନିଜର ପୈତୃକ ଘର ଦାନ କରି ଦେଇଛନ୍ତି। ଏହି ଘଟଣା ଏବେ ଚର୍ଚ୍ଚାର ପରିସରରେ ରହିଛି। ସୂଚନାଯୋଗ୍ୟ, ସୋମବାର ସକାଳେ ଅର୍ଥାତ ଆଜି ଜାନୁଆରି ୨୯ ତାରିଖରେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ରୋହତକରୁ ଭିବାନୀ ଅଭିମୁଖେ ଯାତ୍ରା କରୁଥିଲେ। ଏହି ‌ଯାତ୍ରା ସମୟରେ ସେ ଯାଇ ତାଙ୍କ ପୈତୃକ ଗ୍ରାମ ବାନିୟାନିରେ ପହଞ୍ଚିଥିଲେ। ସେଠାରେ ପହଞ୍ଚିବା ପରେ ଗ୍ରାମବାସୀଙ୍କ ସହ କିଛି … Continue reading ପୈତୃକ ଘର ଦାନ କରିଦେଲେ ମୁଖ୍ୟମନ୍ତ୍ରୀ ମନୋହର ଲାଲ