ଫଟୋରେ କୁଲଭୂଷଣଙ୍କୁ ନିର୍ଯାତନାର ଚିତ୍ର ସ୍ପଷ୍ଟ

ନୂଆଦିଲ୍ଲୀ: ଦୀର୍ଘ ପ୍ରତୀକ୍ଷା ଓ ଅନେକ ବିବାଦର ଅନ୍ତ ଘଟାଇ ଆଜି ପୂର୍ବାହ୍ନରେ ପାକିସ୍ତାନ ଜେଲରେ ବନ୍ଦୀ ଥିବା କୁଲଭୂଷଣ ଯାଦବଙ୍କୁ ଭେଟିବା ପାଇଁ ତାଙ୍କ ମା’ ଓ ପତ୍ନୀଙ୍କୁ ସୁଯୋଗ ପ୍ରଦାନ କରିବା ପରେ, ନିଜ ସ୍ଥିତିକୁ ସୁଧାରିବା ପାଇଁ ପାକିସ୍ତାନ ଯେଉଁ ପ୍ରକାରର ହୀନ ଉଦ୍ୟମ ଆରମ୍ଭ କରିଛି, ତା’କୁ ନେଇ ବିଶ୍ୱ ବ୍ୟାପି ଚର୍ଚ୍ଚା ଓ ଆଲୋଚନା ଆରମ୍ଭ ହୋଇ ଯାଇଛି। କାରଣ, ପାକିସ୍ତାନ ବୈଦେଶିକ … Continue reading ଫଟୋରେ କୁଲଭୂଷଣଙ୍କୁ ନିର୍ଯାତନାର ଚିତ୍ର ସ୍ପଷ୍ଟ