ଭାରତ ବନ୍ଦ: ଟାୟାର ଜାଳି ରାସ୍ତାରୋକ, ଟ୍ରେନ୍‌ ଅଟକାଇଲେ

ଭୁବନେଶ୍ୱର: ଆଜି ଭାରତ ବନ୍ଦ। ତେଲ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ବିଭିନ୍ନ ସ୍ଥାନରେ କଂଗ୍ରେସ କର୍ମୀ ପିକେଟିଂ କରି ଟାୟାର ଜାଳି ରାସ୍ତାରୋକ କରିଛନ୍ତି। କଟକ ବାଦାମବାଡ଼ିରେ କଂଗ୍ରେସ କର୍ମୀ ରାସ୍ତାରୋକ କରିଛନ୍ତି। ସେହିଭଳି ସମ୍ବଲପୁର, ବଲାଙ୍ଗିର, ଭଦ୍ରକ, କଳାହାଣ୍ଡି, ଅନୁଗୋଳ, ନାଲୋକ ନଗର ଓ ସୋରରେ ମଧ୍ୟ … Continue reading ଭାରତ ବନ୍ଦ: ଟାୟାର ଜାଳି ରାସ୍ତାରୋକ, ଟ୍ରେନ୍‌ ଅଟକାଇଲେ