ପୂର୍ବ ଶତ୍ରୁତାକୁ ନେଇ ରାଜନୈତିକ ଗୋଷ୍ଠୀ ମଧ୍ୟରେ ସଂଘର୍ଷ : ୪ ଗୁରୁତର

ତିଗିରିଆ: କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ଭୋଗଡା ପଞ୍ଚାୟତ ବେଲଅଣ୍ଟା ଗ୍ରାମର ଦୁଇ ରାଜନୈତିକ ଗୋଷ୍ଠୀ ମଧ୍ୟରେ ପୂର୍ବ ଶତ୍ରୁତାକୁ ନେଇ ମଙ୍ଗଳବାର ଗଣ୍ଡଗୋଳ ହୋଇଛି। ଏହି ଗଣ୍ଡଗୋଳରେ ଗୋଟିଏ ପକ୍ଷରୁ ୫ ଜଣ ଆହତ ହୋଇଛନ୍ତି। ସେଥିମଧ୍ୟରୁ ସ୍ଥାନୀୟ ସରପଞ୍ଚଙ୍କ ପ୍ରତିନିଧି ଅରୁଣ କୁମାର ନାୟକ ଓ ଭାଇଙ୍କ ସମେତ ମୋଟ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଗୁରୁତରଙ୍କୁ କଟକ ବଡ଼ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। … Continue reading ପୂର୍ବ ଶତ୍ରୁତାକୁ ନେଇ ରାଜନୈତିକ ଗୋଷ୍ଠୀ ମଧ୍ୟରେ ସଂଘର୍ଷ : ୪ ଗୁରୁତର