ମହିଳା ବିରୋଧୀ ମନ୍ତବ୍ୟ ଦେଇ ଫସିଲେ କଂଗ୍ରେସର ସୁପ୍ରିୟା ଶ୍ରୀନେତ, ବିଜେପିର ଦିଲ୍ଲୀପ ଘୋଷ

ନୂଆଦିଲ୍ଲୀ: ମହିଳା ବିରୋଧୀ ମନ୍ତବ୍ୟ ଦେଇ ଫସିଯାଇଛନ୍ତି କଂଗ୍ରେସର ସୁପ୍ରିୟା ଶ୍ରୀନେତ ଓ ବିଜେପିର ଦିଲ୍ଲୀପ ଘୋଷ। ସେମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି ନିର୍ବାଚନ କମିସନ। ନିକଟରେ ସୁପ୍ରିୟା ଶ୍ରୀନେତଙ୍କ ସୋସିଆଲ ମିଡିଆ ଆକାଉଣ୍ଟରୁ କଙ୍ଗନା ରାଣାୱତଙ୍କୁ ନେଇ ଆପତ୍ତିଜନକ ମନ୍ତବ୍ୟ ଦିଆଯାଇଥିବାରୁ ନିର୍ବାଚନ କମିଶନ ସୁପ୍ରିୟା ଶ୍ରୀନେତଙ୍କୁ ନୋଟିସ୍ ପଠାଇଛନ୍ତି। ସେହିପରି ମମତା ବାନାର୍ଜୀଙ୍କ ଉପରେ ଘୋଷ ମନ୍ତବ୍ୟ ଦେଇଥିବାରୁ ବିଜେପି ନେତା ଦିଲ୍ଲୀପ ଘୋଷଙ୍କୁ … Continue reading ମହିଳା ବିରୋଧୀ ମନ୍ତବ୍ୟ ଦେଇ ଫସିଲେ କଂଗ୍ରେସର ସୁପ୍ରିୟା ଶ୍ରୀନେତ, ବିଜେପିର ଦିଲ୍ଲୀପ ଘୋଷ