ନନ୍ଦନକାନନରେ ସିଂହୀ ରେବା ଠାରୁ ଜନ୍ମିତ ତିନି ଶାବକଙ୍କ ହେଲା ନାମକରଣ

ବାରଙ୍ଗ: ରବିବାର ସକାଳେ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଜନ୍ମିତ ତିନି ଏସୀୟ ସିଂହୀଙ୍କ ନାମକରଣ କରାଯାଇଛି। ପିସିସିଏଫ୍‌ ଏହି ୩ ଶାବକଙ୍କ ନାମ ଅମର, ଆକବର ଓ ଆନ୍ଥୋନୀ ରଖିଛନ୍ତି। ସୂଚନାଯୋଗ୍ୟ, ଗତ ରବିବାର ଦିନ ଏସୀୟ ସିଂହ ରେବା ଗର୍ଭରୁ ୩ ଶାବକ ଜନ୍ମ ନେଇଥିଲେ। ତେଣୁ ସିଂହୀ ରେବାର ପ୍ରଥମ ଗର୍ଭରୁ ଜନ୍ମ ନେଇଥିବା ମାୟା ଓ ଶୁଭମ୍‌ର ୩ ଭାଇ ଭଉଣୀ ନନ୍ଦନକାନନରେ ଦୁନିଆର ନୂଆ … Continue reading ନନ୍ଦନକାନନରେ ସିଂହୀ ରେବା ଠାରୁ ଜନ୍ମିତ ତିନି ଶାବକଙ୍କ ହେଲା ନାମକରଣ