ଇତିହାସ ରଚିଲେ ରୋହିତ : ମାରିଲେ ‘ଡବଲ୍ ସେଞ୍ଚୁରୀ’

ହାଇଦ୍ରାବାଦ: ଆଇପିଏଲ୍ ୨୦୨୪ର ଅଷ୍ଟମ ମ୍ୟାଚରେ ବୁଧବାର ସନରାଇଜର୍ସ ହାଇଦ୍ରାବାଦ୍ (ଏସଆରଏଚ) ଏବଂ ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ମୁହାଁମୁହିଁ ହୋଇଛନ୍ତି। ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍ ରେ ମୁମ୍ବାଇ ଇଣ୍ଡିଆନ୍ସର ରୋହିତ ଶର୍ମା ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିଛନ୍ତି। ସେ ‘ଡବଲ୍ ସେଞ୍ଚୁରୀ’କରିଛନ୍ତି। ସେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ୨୦୦ତମ ମ୍ୟାଚ୍ ଖେଳିବାର ରେକର୍ଡ ହାସଲ କରିଛନ୍ତି। ଏହା ସହିତ ମୁମ୍ବାଇ ଇଣ୍ଡିଆନ୍ସ … Continue reading ଇତିହାସ ରଚିଲେ ରୋହିତ : ମାରିଲେ ‘ଡବଲ୍ ସେଞ୍ଚୁରୀ’