ଦିଲ୍ଲୀରେ ପଦ୍ମ ଧରିଲେ ଭର୍ତ୍ତୃହରି-ସିଦ୍ଧାନ୍ତ-ଦମୟନ୍ତୀ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ ଓଡ଼ିଶାର ରାଜନୀତିରେ ବଡ଼ ଧରଣର ନେତାଙ୍କ ଦଳ ବଦଳ ହୋଇଛି। ବିଜେଡିରୁ ଇସ୍ତଫା ଦେଇଥିବା ସାଂସଦ ଭର୍ତ୍ତୃହରି ମହତାବ, ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର ଗୁରୁବାର ବିଜେପିରେ ଯୋଗ ଦେଇଛନ୍ତି। ଅପରାହ୍ନ ସାଢ଼େ ୨ଟାରେ ନୂଆଦିଲ୍ଲୀର ବିଜେପି ମୁଖ୍ୟାଳୟରେ ଦଳରେ ଯୋଗ ଦେଇଛନ୍ତି। ଏହା ସହିତ ମୟୂରଭଞ୍ଜର ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା ମଧ୍ୟ ବି‌ଜେପିରେ ଯୋଗ ଦେଇଛନ୍ତି।ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ … Continue reading ଦିଲ୍ଲୀରେ ପଦ୍ମ ଧରିଲେ ଭର୍ତ୍ତୃହରି-ସିଦ୍ଧାନ୍ତ-ଦମୟନ୍ତୀ