ଉପକୂଳ ଓଡ଼ିଶାରେ ବଢ଼ୁଛି ତାତି: ଅସହ୍ୟ ଗୁଳୁଗୁଳି ଅନୁଭୂତ

ଭୁବନେଶ୍ୱର: ଦିନ ସହ ବଢ଼ୁଛି ରାତିର ତାପମାତ୍ରା। ରାଜ୍ୟରେ ସ୍ୱାଭାବିକ ଠାରୁ ୩ ରୁ ୪ ଡିଗ୍ରି ଉପରେ ପାରଦ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାତିରୁ ମିଳିବନି ନିସ୍ତାର। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆହୁରି ମଧ୍ୟ କୁହାଯାଇଛି ଯେ ଉପକୂଳ ଓଡ଼ିଶାରେ ତାତି ସହ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେବ। ଲୋକେ ସନ୍ତୁଳି ହେବେ। ଦିନ ୧୦ ଟାରୁ ଅପରାହ୍ନ ୩ ଟାକୁ … Continue reading ଉପକୂଳ ଓଡ଼ିଶାରେ ବଢ଼ୁଛି ତାତି: ଅସହ୍ୟ ଗୁଳୁଗୁଳି ଅନୁଭୂତ