କଂଗ୍ରେସକୁ ୧୭୦୦କୋଟି ଟଙ୍କାର ରିକଭରି ନୋଟିସ ପଠାଇଲା ଆୟକର ବିଭାଗ

ନୂଆଦିଲ୍ଲୀ: କଂଗ୍ରେସକୁ ଲାଗୁଛି ଝଟକା ଉପରେ ଝଟକା। ଟିକସ ପୁନଃମୂଲ୍ୟାଙ୍କନ ପାଇଁ ଆୟକର ବିଭାଗ ପଠାଇଥିବା ନୋଟିସ ବିରୋଧରେ ଦିଲ୍ଲୀ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲା ଦଳ। ହେଲେ ଆବେଦନକୁ ଖାରଜ କରିଥିଲେ ହାଇକୋର୍ଟ। ଏହାର କିଛି ଘଣ୍ଟା ପରେ ଆୟକର ବିଭାଗ ଦଳକୁ ୧୭୦୦କୋଟି ଟଙ୍କାର ନୋଟିସ ପ୍ରଦାନ କରିଛି। କଂଗ୍ରେସ ନେତା ବିବେକ ତନଖା ଏହି ସୂଚନା ଦେଇଛନ୍ତି। ସୂଚନାନୁସାରେ, ୨୦୧୭-୧୮ରୁ ୨୦୨୦-୨୧ ଆୟକର ମୂଲ୍ୟାଙ୍କନ ବର୍ଷ ପାଇଁ … Continue reading କଂଗ୍ରେସକୁ ୧୭୦୦କୋଟି ଟଙ୍କାର ରିକଭରି ନୋଟିସ ପଠାଇଲା ଆୟକର ବିଭାଗ