ବାଂଲାଦେଶର ବିଶାଳ ବିଜୟ

ୱିକେଟ୍ କିପର୍‌ ମୁଶ୍‌ଫିକର ରହିମ୍‌ ହେଲେ ମ୍ୟାଚ୍‌ର ହିରୋ ଦୁବାଇ: ଏସିଆ କପ୍‌ ଆରମ୍ଭରୁ ଶକ୍ତିଶାଳୀ ଶ୍ରୀଲଙ୍କାକୁ ଜବରଦସ୍ତ ଝଟକା ଦେଇଛି ଗତଥରର ରନର୍ସ ଅପ୍‌ ବାଂଲାଦେଶ। ଶ୍ରୀଲଙ୍କାକୁ ୧୩୭ ରନ୍‌ରେ ପରାସ୍ତ କରି ଏସିଆ କପ୍‌ ଅଭିଯାନ ଆରମ୍ଭ କରିଛି ଦଳ। ଗତକାଲି ଖେଳା ଯାଇଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ବାଂଲାଦେଶ ୱିକେଟ୍ କିପର୍‌ ମୁଶ୍‌ଫିକର ରହିମ୍‌ଙ୍କ ଜବରଦସ୍ତ ଶତକ ବଳରେ ଦଳ ୪୯.୩ … Continue reading ବାଂଲାଦେଶର ବିଶାଳ ବିଜୟ