୧୦ ସ୍ୱର୍ଣ୍ଣ ସହ ଓଡ଼ିଶାକୁ ୩୮ ପଦକ:ଜାତୀୟ କନିଷ୍ଠ ପୂର୍ବାଞ୍ଚଳ ଦୌଡ଼କୁଦ ଶେଷ

କଟକ: ବିହାରର ପାଟନାରେ ଚାଲିଥିବା ପୂର୍ବାଞ୍ଚଳ କନିଷ୍ଠ ଦୌଡ଼କୁଦ ରବିବାର ଶେଷ ହୋଇଛି। ଶେଷ ଦିନ ଓଡ଼ିଶା କ୍ରୀଡ଼ାବିତ୍‌ମାନେ ୪ ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ଏହା ବ୍ୟତୀତ ୭ ରୌପ୍ୟ ଓ ୪ କାଂସ୍ୟ ପଦକ ମଧ୍ୟ ଓଡ଼ିଶାକୁ ମିଳିଛି। ଫଳରେ ଏହି ଦୁଇ ଦିନିଆ ପ୍ରତିଯୋଗିତାରେ ଓଡ଼ିଶା କ୍ରୀଡ଼ାବିତ୍‌ମାନେ ୧୦ ସ୍ୱର୍ଣ୍ଣ ସହ ମୋଟ ୩୮ ପଦକ ହାସଲ କରିଛନ୍ତି। ଶେଷ ଦିନ ୧୬ ବର୍ଷରୁ କମ୍‌ ବାଳିକା … Continue reading ୧୦ ସ୍ୱର୍ଣ୍ଣ ସହ ଓଡ଼ିଶାକୁ ୩୮ ପଦକ:ଜାତୀୟ କନିଷ୍ଠ ପୂର୍ବାଞ୍ଚଳ ଦୌଡ଼କୁଦ ଶେଷ