ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା -ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ

ଭୁବନେଶ୍ୱର : ଆଜିଠୁ ଆରମ୍ଭ ହୋଇଛି ମାଟ୍ରିକ୍ ପରୀକ୍ଷା। ଚଳିତବର୍ଷ ପରୀକ୍ଷା ଦେଉଛନ୍ତି ୬ଲକ୍ଷ ୮ହଜାର ୩୧ ଜଣ ଛାତ୍ରଛାତ୍ରୀ। ଏଥର ୨ ହଜାର ୮୧୮ ଟି କେନ୍ଦ୍ରରେ ପରୀକ୍ଷା ହେଉଛି। ଆଜି ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ। ସକାଳ ୮ଟାରୁ ବିଭିନ୍ନ ପରୀକ୍ଷା କେନ୍ଦ୍ର ଆଗରେ ପହଞ୍ଚିଥିଲେ ଛାତ୍ରଛାତ୍ରୀ। ୮ଟା ୩୦ରେ ଓଏମ୍ଆର୍ ସିଟ୍ ଦିଆଯାଇଥିଲା। ୮ଟା ୪୫ ମିନିଟରେ ପ୍ରଶ୍ନପତ୍ର ସଂଯୁକ୍ତ ଥିବା ଉତ୍ତରଖାତା … Continue reading ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା -ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ