ସୁଷମାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ଭାବୁକ ହୋଇପଡିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ସୁଷମା ସ୍ୱରାଜଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଯାଇ ଭାବୁକ ହୋଇପଡିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ | ମୋଦୀ ସୁଷମାଙ୍କ ଝିଅ ଓ ଜ୍ୱାଇଁଙ୍କ ସହ କଥା ହେବାବେଳେ ଭାବୁକ ହୋଇପଡିଥିଲେ | ଏହାପୂର୍ବରୁ ପ୍ରଧନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୁଷମାଙ୍କ ନିଧନରେ ଶୋକ ପ୍ରକାଶ କରିବା ସହ ତାଙ୍କ କାର୍ଯ୍ୟକାଳକୁ ପ୍ରଶଂସା କରିଥିଲେ | ମୋଦୀ ଲେଖିଥିଲେ ଯେ ଜଣେ ସୁଦକ୍ଷ ପ୍ରଶାସିକା ଭାବେ ସୁଷମା ଯେତେଗୋଟି ମନ୍ତ୍ରାଳୟର ଦାୟିତ୍ୱ ସମ୍ଭାଳିଛନ୍ତି … Continue reading ସୁଷମାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ଭାବୁକ ହୋଇପଡିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ