ଖ୍ୟାତନାମା ସଙ୍ଗୀତଜ୍ଞ ଖୟାମଙ୍କ ପରଲୋକ

ମୁମ୍ବାଇ : ହିନ୍ଦୀ ସିନେମାର ଖ୍ୟାତନାମା ସଙ୍ଗୀତଜ୍ଞ ମହମ୍ମଦ ଜହୁର ଖୟାମ ହାସ୍‌ମିଙ୍କର ଆଜି ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ଫୁସଫୁସରେ ସଂକ୍ରମଣ ଯୋଗୁ ତାଙ୍କୁ ଗତ ୧୫ ତାରିଖରେ ମୁମ୍ବାଇର ସୁଜୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ‌ସେ ଆଇସିୟୁରେ ରହିଥିଲେ। ତେବେ ଆଜି ତାଙ୍କର ପରଲୋକ ହୋଇଯାଇଛି। ଉମରାଓ ଜାନ୍‌, ବାଜାର୍, ଖାନ୍‌ଦାନ୍ ଏବଂ କଭି କଭି ଭଳି ସିନେମାର ସଙ୍ଗୀତ ପାଇଁ ସେ … Continue reading ଖ୍ୟାତନାମା ସଙ୍ଗୀତଜ୍ଞ ଖୟାମଙ୍କ ପରଲୋକ