ସେପ୍ଟେମ୍ବର ୨ରୁ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ସଭ୍ୟ ସଂଗ୍ରହ ଅଭିଯାନ ଆଗାମୀ ସେପ୍ଟେଟର ୨ ତାରିଖରୁ ଆରମ୍ଭ ହେବ। ରାଜ୍ୟବ୍ୟାପୀ ସଭ୍ୟ ସଂଗ୍ରହ ଅଭିଯାନ ପାଇଁ ବିଜେଡି ଏକ ରାଜ୍ୟସ୍ତରୀୟ କମିଟି ଗଠନ କରିଛି। ଏହି କମିଟି ଦଳର ସଭ୍ୟ ସଂଗ୍ରହ ଅଭିଯାନ ଉପରେ ନଜର ରଖିବ। କମିଟିର ଦାୟିତ୍ୱ ୭ ଜଣଙ୍କୁ ଦିଆଯାଇଛି। ସଭ୍ୟ ସଂଗ୍ରହ ଅଭିଯାନ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ … Continue reading ସେପ୍ଟେମ୍ବର ୨ରୁ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ