ଦକ୍ଷିଣ ଏସିଆର ପ୍ରଥମ ସୀମାପାର ପେଟ୍ରୋଲିୟମ ପାଇପଲାଇନର ଉଦଘାଟନ କରିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମୋତିହାରୀ ଓ ଅମଲେଖଗଞ୍ଜ (ନେପାଳ) ମଧ୍ୟରେ ଏକ ପେଟ୍ରୋଲିୟମ ଉତ୍ପାଦ ପାଇପଲାଇନର ଶୁଭ ଉଦଘାଟନ କରିଛନ୍ତି । ସେ ନେପାଳର ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କ ସହ ଭିଡ଼ିଓ କନଫେରେନ୍ସିଂ ଜରିଆରେ ଏହି ପାଇପଲାଇନର ଉଦଘାଟନ କରିଛନ୍ତି ।ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଏହା ବହୁତ ଖୁସିର କଥା ଯେ ଦକ୍ଷିଣ ଏସିଆର ପ୍ରଥମ କ୍ରସ ବର୍ଡର (ସୀମାପାର) … Continue reading ଦକ୍ଷିଣ ଏସିଆର ପ୍ରଥମ ସୀମାପାର ପେଟ୍ରୋଲିୟମ ପାଇପଲାଇନର ଉଦଘାଟନ କରିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ