ଝାରସୁଗୁଡା ବିମାନ ବନ୍ଦରରୁ କୋଲକାତା ଓ ବେଙ୍ଗାଲୁରୁ ପାଇଁ ଉଡାଣ ସେବା ଆରମ୍ଭ

ଭୁବନେଶ୍ୱର: ଆଜିଠାରୁ ଝାରସୁଗୁଡାର ବୀର ସୁରେନ୍ଦ୍ର ସାଏ (ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ଆଉ ଦୁଇଟି ସହରକୁ ନୂତନ ଭାବେ ବିମାନ ସେବା ଆରମ୍ଭ ହୋଇଥିବା ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ବୁଧବାର ସୂଚନା ଦେଇଛନ୍ତି। ମୁଖ୍ୟ ଶାସନ ସଚିବଙ୍କ କହିବାନୁସାରେ, ଝାରସୁଗୁଡା ବିମାନ ବନ୍ଦରରେ ଆରମ୍ଭ ହୋଇଥିବା ଏହି ନୂଆ ଉଡାଣ ସେବା କୋଲକାତା ଓ ବେଙ୍ଗାଲୁରୁ ପାଇଁ ରହିଛି। ଅର୍ଥାତ ଏବେ ଯାତ୍ରୀ ଝାରସୁଗୁଡା ବିମାନ … Continue reading ଝାରସୁଗୁଡା ବିମାନ ବନ୍ଦରରୁ କୋଲକାତା ଓ ବେଙ୍ଗାଲୁରୁ ପାଇଁ ଉଡାଣ ସେବା ଆରମ୍ଭ