ଗାଡ଼ି ଚାଳକ ସାବଧାନ ! ଆଜିଠାରୁ ଏହି ୧୦ ଟ୍ରାଫିକ୍ ନିୟମ ଉଲ୍ଲଂଘନ କଲେ ଦେବାକୁ ପଡ଼ିବ ଜରିମାନା

ଭୁବନେଶ୍ୱର:ଗାଡ଼ି ଚାଳକମାନେ ସାବଧାନ। ଡିସେମ୍ବର ପହିଲାରୁ ସାରା ରାଜ୍ୟରେ ନୂଆ ମୋଟରଯାନ ଆଇନକୁ କଡ଼ାକଡ଼ି ଭାବେ ଲାଗୁ କରାଯିବ। କେବଳ ଗାଡ଼ି କାଗଜପତ୍ର ଓ ଡ୍ରାଇଭିଂ ଲାଇସେନ୍ସକୁ ଛାଡ଼ି ଅନ୍ୟ ସମସ୍ତ କ୍ଷେତ୍ରରେ ନୂଆ ନିୟମ ଲାଗୁ ହେବ। ୧୦ଟି ନିୟମ ଉଲ୍ଲଂଘନ କଲେ ଜରିମାନା ଦେବାକୁ ପଡ଼ିବ। ଆଉ ଏହାକୁ କଡ଼ାକଡ଼ି ଭାବେ ଲାଗୁ କରିବା ସହ ଜରିମାନା ଆଦାୟ କରିବା ଲାଗି ଆଜି ସମସ୍ତ ଜିଲ୍ଲାପାଳ, ଆରକ୍ଷୀ … Continue reading ଗାଡ଼ି ଚାଳକ ସାବଧାନ ! ଆଜିଠାରୁ ଏହି ୧୦ ଟ୍ରାଫିକ୍ ନିୟମ ଉଲ୍ଲଂଘନ କଲେ ଦେବାକୁ ପଡ଼ିବ ଜରିମାନା