‘ସିଂଘମ୍’ ସଜ୍ଜନାର ! ହାଇଦ୍ରାବାଦ ଡାକ୍ତରାଣୀ ଦୁଷ୍କର୍ମ ଅଭିଯୁକ୍ତଙ୍କ ଏନକାଉଣ୍ଟର ପଛର ଅସଲ ନାୟକ

ହାଇଦ୍ରାବାଦ: ହାଇଦ୍ରାବାଦ ମହିଳା ଡାକ୍ତରଙ୍କ ଗଣଦୁର୍ଷ୍କମରେ ସଂପୃକ୍ତ ୪ ଅଭିଯୁକ୍ତଙ୍କୁ ଆଜି ସକାଳେ ତେଲେଙ୍ଗାନା ପୁଲିସ ଏନକାଉଣ୍ଟର କରିଛି । ଦୁଷ୍କର୍ମକାରୀଙ୍କୁ ଘଟଣାର ରିକ୍ରିଏଟ୍ ପାଇଁ ଘଟଣାସ୍ଥଳକୁ ପୁଲିସ ନେଇ ପଚରାଉଚରା କରୁଥିବା ସମୟରେ ସେଠାରୁ ସେମାନେ ଫେରାର ହେବାକୁ ଉଦ୍ୟମ କରିଥିଲେ । ୪୪ ନମ୍ବର ଜାତୀୟ ରାଜପଥ ଯେଉଁଠି ଡାକ୍ତରାଣୀଙ୍କ ଅର୍ଦ୍ଧଦଗ୍ଧ ମୃତ ଶରୀର ମିଳିଥିଲା ଉକ୍ତ ସ୍ଥାନରେ ୪ ଅଭିଯୁକ୍ତଙ୍କୁ ପୁଲିସ ଏନକାଉଣ୍ଟର କରିଛି । … Continue reading ‘ସିଂଘମ୍’ ସଜ୍ଜନାର ! ହାଇଦ୍ରାବାଦ ଡାକ୍ତରାଣୀ ଦୁଷ୍କର୍ମ ଅଭିଯୁକ୍ତଙ୍କ ଏନକାଉଣ୍ଟର ପଛର ଅସଲ ନାୟକ