ଦିଲ୍ଲୀ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଘୋଷଣା କଲା ପିଏମଓ

ନୂଆଦିଲ୍ଲୀ: ଦିଲ୍ଲୀ ରାଣୀ ଝାନ୍‌ସୀ ମାର୍ଗ ଅଞ୍ଚଳରେ ଘଟିଥିବା ଅଗ୍ନିକାଣ୍ଡରେ ୪୩ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି | ଏହି ମୃତକମାନଙ୍କ ପରିବାର ପାଇଁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ୨ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ରାଶି ଘୋଷଣା କରାଯାଇଛି | ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ବା ପିଏମଓ ପକ୍ଷରୁ ଆହତ ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କାର ସହାୟତା ଦେବାକୁ ମଧ୍ୟ ଘୋଷଣା କରାଯାଇଛି | ଏହା ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ … Continue reading ଦିଲ୍ଲୀ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଘୋଷଣା କଲା ପିଏମଓ