ନୂଆବର୍ଷରେ କମିବ ପିଆଜ ଦର

ଭୁବନେଶ୍ୱର: ଡିସେମ୍ବର ଶେଷ କିମ୍ବା ଆସନ୍ତା ମାସ ପ୍ରଥମରୁ ପିଆଜ ଦର କମିବ | ଅର୍ଥାତ ନୂଆ ବର୍ଷରେ ପିଆଜ ଦର କମିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି | ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକରେ ମନ୍ତ୍ରୀ କହିଛନ୍ତି, ପ୍ରବଳ ବର୍ଷା ସାରା ଦେଶର ଚାଷୀଙ୍କ ଅଣ୍ଟା ଭାଙ୍ଗିଦେଇଛି । ୧୨ ଲକ୍ଷ ମେଟ୍ରିକ ଟନ ପିଆଜ ଦେଶରେ ଦୈନିକ ଆବଶ୍ୟକ । ୧ … Continue reading ନୂଆବର୍ଷରେ କମିବ ପିଆଜ ଦର