ଲିଙ୍ଗରାଜ ମନ୍ଦିର ନିକଟରୁ ଜବରଦଖଲ ଉଚ୍ଛେଦକୁ ନେଇ ଅସନ୍ତୋଷ ବ୍ୟାପିବାପରେ ଉଚ୍ଛେଦ କାମ ବନ୍ଦ କଲା ପ୍ରଶାସନ

ଭୁବନେଶ୍ୱର: ଲିଙ୍ଗରାଜ ମନ୍ଦିର ନିକଟରୁ ଜବରଦଖଲ ଉଚ୍ଛେଦକୁ ଅସନ୍ତୋଷ ଦେଖା ଦେବାପରେ ଆଜି ପ୍ରଶାସନ ପକ୍ଷରୁ ଉଚ୍ଛେଦ ବନ୍ଦ କରାଯାଇଥିବା ଜଣାଯାଇଛି । ମନ୍ଦିରର ପ୍ରଶାସକଙ୍କ ଅନୁଯାୟୀ ଆସନ୍ତାକାଲି ପୂର୍ବାହ୍ନ ୧୧ଟା ବେଳେ ଭୁବନେଶ୍ୱର ମହାନଗର ନିଗମ କମିସନରଙ୍କ କାର୍ଯ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରାଯିବ। ଏଥିରେ ଦୋକାନ ହରାଇଥିବା ବ୍ୟବସାୟୀମାନେ ନିଜର ମତ ରଖିପାରିବେ ଏବଂ ସେଥିରେ ଥଇଥାନ ନେଇ ନିଷ୍ପତ୍ତି କରାଯିବ । ସୂଚନାଯୋଗ୍ୟ, ଆଗେ ଥଇଥାନ … Continue reading ଲିଙ୍ଗରାଜ ମନ୍ଦିର ନିକଟରୁ ଜବରଦଖଲ ଉଚ୍ଛେଦକୁ ନେଇ ଅସନ୍ତୋଷ ବ୍ୟାପିବାପରେ ଉଚ୍ଛେଦ କାମ ବନ୍ଦ କଲା ପ୍ରଶାସନ