ଲୋକସଭାରେ ନାଗରିକତା ବିଲ୍ ପାସ୍

ବିଲ୍ ସଂଖ୍ୟାଲଘୁ ବିରୋଧୀ ନୁହେଁ: ଅମିତ ଶାହ,ବିଲ୍‌ର କପି ଚିରିଲେ ଅୱେସି, ବିଲ୍‌କୁ ଉତ୍ତର ପୂର୍ବାଞ୍ଚଳ ରାଜ୍ୟମାନଙ୍କରେ ବିରୋଧ ଆଦିଲ୍ଲୀ :‌ ଲୋକସଭାରେ ଆଜି ବହୁଚର୍ଚ୍ଚିତ ନାଗରିକତା ସଂଶୋଧନ ବିଲ୍ ଗୃହୀତ ହୋଇଯାଇଛି। ଆଜି ଦିନରେ ଆଗତ ହୋଇଥିବା ଏହି ବିଲ୍ ଉପରେ ୧୨ ଘଣ୍ଟା ଧରି ଆଲୋଚନା ପରେ ମଧ୍ୟରାତିରେ ଅନୁମୋଦନ ଲାଭ କରିଛି। ବିଲ୍ ସପକ୍ଷରେ ୩୧୧ ଜଣ ମତଦାନ କରିଥିବା ବେଳେ ୮୦ ଜଣ ଏହାର … Continue reading ଲୋକସଭାରେ ନାଗରିକତା ବିଲ୍ ପାସ୍