ଭାରତର ନାଗରିକତା ସଂଶୋଧନ ଆଇନ ଉପରେ ଜାତିସଂଘର ନଜର

ନୂଆଦିଲ୍ଲୀ : ସଂସଦରେ ନାଗରିକତା ସଂଶୋଧନ ବିଲ୍‌ ଗୃହୀତ ହେବାପରେ ଆଜି ରାଷ୍ଟ୍ରପତିଙ୍କ ମଂଜୁରୀ ମିଳିଛି । ଏହା ସହିତ ଏହି ବିଲ୍‌ଟି ଆଇନରେ ପରିଣତ ହୋଇଛି । ତେବେ ଏହି ଆଇନ ପ୍ରତିବାଦରେ ସମଗ୍ର ଉତ୍ତର-ପୂର୍ବାଞ୍ଚଳରେ ହିଂସା ଅବ୍ୟାହତ ରହିଛି । ସବୁଠାରୁ ଅଧିକ ହିଂସା ଆସାମରେ ଦେଖିବାକୁ ମିଳିଛି । ଅନ୍ୟପକ୍ଷରେ ଏହି ଆଇନ ଉପରେ ମିଳିତ ଜାତିସଂଘ ପକ୍ଷରୁ ଅତ୍ୟନ୍ତ ସତର୍କତାର ସହ ପ୍ରତିକ୍ରିୟା ଦିଆଯାଇଛି … Continue reading ଭାରତର ନାଗରିକତା ସଂଶୋଧନ ଆଇନ ଉପରେ ଜାତିସଂଘର ନଜର