ଟ୍ରେନରେ ନିଆଁ ଲଗାଇବାକୁ ଉଦ୍ୟମ ବେଳେ ସେନା ବଂଚାଇଲା ଶହ ଶହ ଯାତ୍ରୀଙ୍କ ଜୀବନ

ଗୌହାଟୀ: ନାଗରିକତା ସଂଶୋଧନ ବିଲକୁ ନେଇ ଏବେ ଆସାମରେ ବିକ୍ଷୋଭକାରୀ ଲଗାତାର ବିକ୍ଷୋଭ ପ୍ରଦର୍ଶନ କରୁଥିବାବେଳେ ଏହି ହିଂସାରୁ ବର୍ତ୍ତିପାରିନାହାନ୍ତି ସାଧାରଣ ଲୋକ | ବିକ୍ଷୋଭକାରୀ ଯାନବାହାନରେ ନିଆଁ ଲଗାଇବା ସହ ଆସାମରେ ଗମନାଗମନକୁ ପ୍ରଭାବିତ କରିବାକୁ ଚେଷ୍ଟା କରୁଛନ୍ତି | ତେବେ ବିକ୍ଷୋଭକାରୀ ଏକ ଏକ୍ସପ୍ରେସ ଟ୍ରେନରେ ନିଆଁ ଲଗାଇବାକୁ ଉଦ୍ୟମ କରୁଥିବାବେଳେ ସେନା ଏଭଳି ଏକ ଉଦ୍ୟମକୁ ପଣ୍ଡ କରିଦେଇଛି | ସେନା ପାଇଁ ଶହ ଶହ … Continue reading ଟ୍ରେନରେ ନିଆଁ ଲଗାଇବାକୁ ଉଦ୍ୟମ ବେଳେ ସେନା ବଂଚାଇଲା ଶହ ଶହ ଯାତ୍ରୀଙ୍କ ଜୀବନ