ଫାଶୀ ପାଇବେ ନିର୍ଭୟା ଦୁଷ୍କର୍ମକାରୀ: ସୁପ୍ରିମକୋର୍ଟରେ ଦୋଷୀ ଅକ୍ଷୟର ପୁନର୍ବିଚାର ଆବେଦନ ଖାରଜ

ନୂଆଦିଲ୍ଲୀ: ବହୁର୍ଚ୍ଚିତ ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଫାଶୀଦଣ୍ଡ ପାଇଥିବା ଅକ୍ଷୟ କୁମାର ସିଂର ପୁନର୍ବିଚାର ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି । ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଅଶୋକ ଭୁଷଣ, ଜଷ୍ଟିସ ଇନ୍ଦୁମତିି ଓ ଜଷ୍ଟିସ ଏ.ଏସ.ବୋପାନ୍ନାଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି । ଖଣ୍ଡପୀଠ ତାଙ୍କ ରାୟରେ କହିଛନ୍ତି ଯେ ପୁନର୍ବିଚାର ଆବେଦନକୁ ଗ୍ରହଣ କରିବା ଭଳି କୌଣସି … Continue reading ଫାଶୀ ପାଇବେ ନିର୍ଭୟା ଦୁଷ୍କର୍ମକାରୀ: ସୁପ୍ରିମକୋର୍ଟରେ ଦୋଷୀ ଅକ୍ଷୟର ପୁନର୍ବିଚାର ଆବେଦନ ଖାରଜ