ଆରମ୍ଭ ହେଲା ବିରଳ ବଳୟ ସୂର୍ଯ୍ୟୋପରାଗ: ୧୧ଟା ୨୮ ମିନି୍‌ଟରେ ଶେଷ ହେବ

ଭୁବନେଶ୍ୱର: ଆରମ୍ଭ ହୋଇଛି ବିରଳ ବଳୟ ସୂର୍ଯ୍ୟୋପରାଗ। ଏହି ମହାଜାଗତିକ ଦୃଶ୍ୟ ସମଗ୍ର ଓଡ଼ିଶାରେ ଆଂଶିକ ଭାବେ ଦେଖାଯାଉଛି। ଓଡ଼ିଶାରେ ସକାଳ ୮ଟା ୧୯ ମିନିଟ୍‌ରୁ ଆରମ୍ଭ ହୋଇଛି ଏବଂ ପୂର୍ବାହ୍ନ ୧୧ଟା ୨୮ ମିନି୍‌ଟରେ ଶେଷ ହେବ। ସକାଳ ୯ଟା ୪୬ ମିନିଟ୍‌ରେ ଓଡ଼ିଶାରେ ସର୍ବାଧିକ ଅଂଶ ଦେଖାଯିବ। ଏହି ସମୟରେ ଚନ୍ଦ୍ର ସୂର୍ଯ୍ୟକୁ ପ୍ରାୟ ୫୫ରୁ ୬୬ ପ୍ରତିଶତ ଘୋଡ଼ାଇଦେବ। ସୂର୍ଯ୍ୟର ଆଲୋକ ମଳିନ ଦେଖାଯିବା ସହ … Continue reading ଆରମ୍ଭ ହେଲା ବିରଳ ବଳୟ ସୂର୍ଯ୍ୟୋପରାଗ: ୧୧ଟା ୨୮ ମିନି୍‌ଟରେ ଶେଷ ହେବ